pakka

ଭାରତକୁ ଆଉ ୨ଟି ପଦକ

bbehera

ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ୨ଟି ପଦକ ମିଳିଛି । ଭାରତ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ଜିତିଛି । ହେଭିଓ୍ୱଟ୍ ପାରା ପାୱାରଲିଫ୍ଟିଂରେ ଭାରତର ସୁଧୀର ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେହିପରି ଲଙ୍ଗ୍ ଜମ୍ପ୍‌ରେ ମୁରଲୀ ଶ୍ରୀଶଙ୍କର ରୌପ୍ୟ ପଦକ ଜିତିଛନ୍ତି । ଫାଇନାଲରେ ୮.୦୮ ମିଟର ଡେଇଁ ଶ୍ରୀଶଙ୍କର ରୌପ୍ୟ ପଦକ ବିଜୟୀ ହୋଇଛନ୍ତି ।

jay balangir
Leave A Reply

Your email address will not be published.

3 × 3 =