pakka

କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ସରକାରଙ୍କ ବିଶେଷ ପଦକ୍ଷେପ

bbehera

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଚୀନ୍, ଜାପାନ, ଦକ୍ଷିଣ କୋରିଆ, ହଂକଂ ଓ ଥାଇଲାଣ୍ଡରୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ‘ଆର୍‌ଟି-ପିସିଆର୍’ ଟେଷ୍ଟ୍ ବାଧ୍ୟତାମୂଳକ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡବୀୟ କହିଛନ୍ତି ।

jay balangir
Leave A Reply

Your email address will not be published.

20 − three =

error: Content is protected !!