centurian jitm

ଅଭିନେତା ତଥା ନିର୍ଦ୍ଦେଶକ ସତିଶ କୌଶିକଙ୍କ ପରଲୋକ

nschool

ମୁମ୍ବାଇ : ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତିଶ କୌଶିକଙ୍କ ପରଲୋକ ହୋଇଛି । ଅନୁପମ ଖେର ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ମାତ୍ର ୬୬ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି । ସତିଶଙ୍କ ନିକଟତମ ବନ୍ଧୁ ଅନୁପମ ଖେର ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.