ହରିଦ୍ୱାରରେ ଉଦଘାଟନ ହେଲା ପତଞ୍ଜଳି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗତକାଲି ହରିଦ୍ୱାରରେ ପତଞ୍ଜଳି ବିଶ୍ୱବିଦ୍ୟାଳୟର ଉ୍‌ଘାଟନ କରିଛନ୍ତି । ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ଯୋଗ ଗୁରୁ ବାବା ରାମଦେବ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ଅମିତ ଶାହା ଏବଂ ବାବା ରାମଦେବ ମଧ୍ୟ ହୋମରେ ଆହୁତି ଦେଇଥିଲେ ।

Leave A Reply

Your email address will not be published.