ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ, ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ ହୋଇଛି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ କରିବାରେ, ଟିକସ ବୃଦ୍ଧିରେ ସହାୟକ ହେବା ସହିତ ଦୁର୍ନୀତିକୁ ମଧ୍ୟ ରୋକିପାରିଛି ।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଫଳାଫଳ ଜାତୀୟ ପ୍ରଗତି ପାଇଁ ବହୁତ ଲାଭଦାୟକ ଅଟେ ।

Leave A Reply

Your email address will not be published.