om academy

ରାଷ୍ଟ୍ରପତିଙ୍କ ଠାରୁ ଖେଳରତ୍ନ ସମ୍ମାନ ଗ୍ରହଣ କଲେ ପ୍ରମୋଦ ଭଗତ

jsm

ଦିଲ୍ଲୀ : ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଖେଳରତ୍ନ ସମ୍ମାନ ଗ୍ରହଣ କରିଛନ୍ତି ପାରା ଅଲିମ୍ପିଆନ ପ୍ରମୋଦ ଭଗତ । ଟୋକିଓ ପାରାଅଲିମ୍ପିକ୍ସ ୨୦୨୦ରେ ଭାରତ ପାଇଁ ଗୋଲ୍ଡ ମେଡାଲ ଜିତିଥିବା ନୀରଜ ଚୋପ୍ରାଙ୍କ ସମେତ ମୋଟ ୧୨ ଜଣ ଖେଳାଳି ରାଷ୍ଟ୍ରପତିଙ୍କ ଠାରୁ ପରୁଷ୍କାର ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.