pakka

ଆମ୍ୱେଦକରଙ୍କ ୬୭ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

kalikesh

ନୂଆଦିଲ୍ଲୀ : ଆଜି ଡ. ବି.ଆର୍ ଆମ୍ବେଦକରଙ୍କ ୬୭ତମ ପୁଣ୍ୟତିଥି । ସଂସଦରେ ତାଙ୍କ ଫଟୋଟିତ୍ରରେ ପୁଷ୍ପମାଲ୍ୟାର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦିପ ଧନଖଡ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହି ଅବସରରେ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତି ଥିଲେ ।

pp
Leave A Reply

Your email address will not be published.

two × one =