om academy

ଚାଲିଗଲେ ପୂର୍ବତନ ଭାରତୀୟ ଫୁଟବଲ ଖେଳାଳି ସୁଭାଷ ଭୌମିକ

କୋଲକାତା : ଚାଲିଗଲେ ପୂର୍ବତନ ଭାରତୀୟ ଫୁଟବଲର ତଥା ଭାରତର ଅନ୍ୟତମ ପ୍ରସିଦ୍ଧ ଫୁଟବଲ ପ୍ରଶିକ୍ଷକ ସୁଭାଷ ଭୌମିକ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହେଉଥିଲା । କିଡ୍‌ନୀ ସମ୍ବନ୍ଧୀୟ ସମସ୍ୟା ଯୋଗୁଁ ତାଙ୍କୁ କୋଲକାତାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଆଜି ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.

19 − 10 =