centurian jitm

ଏଚ୍‌ଏମ୍‌ଏସ୍‌ଆଇ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ

nschool

ନୂଆଦିଲ୍ଲୀ : ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପକ୍ଷରୁ ପୁନଃ ଆରମ୍ଭ କରାଯାଇଥିବା ସଡ଼କ ସୁରକ୍ଷା ସଚେତନତା ଅଭିଯାନ ନିକଟରେ ଅନୁଗୋଳ ଜିଲ୍ଲାରେ ପହଞ୍ଚଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ଆରଆଇଏମଆଇଟିଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୩୦୦୦ରୁ ଅଧିକ ଛାତ୍ରୀଛାତ୍ର ଏବଂ ଅନ୍ୟମାନେ ଯୋଗ ଦେଇଥିଲେ । ଏ ସମ୍ପର୍କରେ ଏଚଏମ୍‌ଏସ୍‌ଆଇର ଅପରେଟିଂ ଅଫିସର (ବ୍ରାଣ୍ଡ୍‌ ଓ କମ୍ୟୁନିକେଶନ) ପ୍ରଭୁ ନାଗରାଜ କହିଛନ୍ତି, ସଡ଼କ ସୁରକ୍ଷା ମାନସିକତା ବିକାଶ କରିବା ଲାଗି ସଡ଼କ ସୁରକ୍ଷା ଶିକ୍ଷା ଗୁରୁତ୍ୱପୂର୍ଣ୍ଣ । ସଡ଼କରେ ଏକ ସୁରକ୍ଷିତ ଭାରତ ଗଠନ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରିବା ଜାରି ରଖି ଆମେ ଆମର କ୍ଷେତ୍ର ଭିତ୍ତିକ ସୁରକ୍ଷା ତାଲିମ-ଜାତୀୟ ସଡ଼କ ସୁରକ୍ଷା ସଚେତନତା ଅଭଯାନକୁ ପୁନର୍ବାର ଚାଲୁ କରିଛୁ ।

Leave A Reply

Your email address will not be published.