pakka

ତବଲା ବାଦକ ଭବାନୀ ଶଙ୍କରଙ୍କ ଦେହାନ୍ତ

bbehera

ମୁମ୍ଵାଇ : ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ସଙ୍ଗୀତ ଦୁନିଆର ବଡ ମହାରଥୀ ଭବାନୀ ଶଙ୍କରଙ୍କ ଦେହାନ୍ତ ହୋଇଯାଇଥିବା ଖବର ମିଳିଛି । ହୃଦ୍‌ଘାତ କାରଣକୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଙ୍କ ଦେହାନ୍ତ ଖବର ଆସିବା ମାତ୍ରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଭବାନୀଙ୍କ ମୃତ୍ୟୁକୁ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

eleven + one =

error: Content is protected !!