oom

ପ୍ରଥମେ ୧ କୋଟି ସ୍ୱାସ୍ଥ୍ୟ କର୍ମୀଙ୍କୁ ଦିଆଯିବ କରୋନା ଟୀକା

jsmm

ନୂଆଦିଲ୍ଲୀ : କରୋନା ଯୁଦ୍ଧରେ ଉଭୟ ସରକାରୀ ତଥା ବେସରକାରୀ କ୍ଷେତ୍ରରେ କାର୍ୟ୍ୟରତ ଥିବା ପ୍ରାୟ ଏକ କୋଟି ସ୍ୱାସ୍ଥ୍ୟ କର୍ମୀଙ୍କୁ ଏବଂ ପରେ ପ୍ରାୟ ଦୁଇ କୋଟି ଫ୍ରଣ୍ଟ ଲାଇନ କର୍ମଚାରୀଙ୍କୁ କରୋନା ଟୀକା ଦିଆଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ଆୟୋଜିତ ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସର୍ବ ଦଳୀୟ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ସୂଚନା ଦେଇଛନ୍ତି ।

jittmm
Leave A Reply

Your email address will not be published.