pakka

ଖାଇବା ତେଲ ଦାମରେ ୧୫ ଟଙ୍କା ପର୍ଯ୍ୟନ୍ତ ହ୍ରାସ

kalikesh

ନୂଆଦିଲ୍ଲୀ : ଖାଇବା ତେଲ ଦାମକୁ ନିୟନ୍ତ୍ରଣ ମଧ୍ୟକୁ ଆଣିବା ପାଇଁ କେନ୍ଦ୍ର ସରକାର ଗ୍ରହଣକରିଥିବା ପଦକ୍ଷେପ ଗୁଡିକର ପ୍ରଭାବ ସ୍ପଷ୍ଟ ପ୍ରତିଫଳିତ ହୋଇଛି । ଦେଶର ପ୍ରମୁଖ ଖାଇବା ତେଲ ବିକ୍ରେତାମାନେ ସେମାନଙ୍କ ଉତ୍ପାଦ ମୂଲ୍ୟରେ ୧୦ରୁ ୧୫ ଟଙ୍କା ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ବୋଲି ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ କହିଛନ୍ତି ।

pp
Leave A Reply

Your email address will not be published.

9 + four =