pakka

ଟ୍ରେନ୍‌ ଲାଇନ୍‌ ଚ୍ୟୁତ : ୩ ମୃତ

bbehera

କୋଲକାତା : ପଶ୍ଚିମବଙ୍ଗର ଜଲପାଇଗୁଡି ନିକଟରେ ବିକାନେର ଏକ୍ସପ୍ରେସ(୧୫୬୩୩) ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ୧୨ଟି ବଗି କ୍ଷତିଗ୍ରସ୍ତ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇ ସାରିଥିବା ସୂଚନା ମିଳିଛି । ଆଜି ସନ୍ଧ୍ୟା ପ୍ରାୟ ୫ଟା୧୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

18 + fourteen =