pakka

ଫିଫା ବିଶ୍ୱକପ୍‌ରେ ଟ୍ରଫି ଉନ୍ମୋଚନ ପାଇଁ ମନୋନୀତ ହେଲେ ଦୀପିକା

bbehera

ମୁମ୍ବାଇ : ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ ୧୫ ବର୍ଷ ମଧ୍ୟରେ ଅନେକ ବ୍ଲକବଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି । ଚଳିତବର୍ଷ ଅଭିନେତ୍ରୀ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଜୁରୀ ସଦସ୍ୟ ଭାବେ ଭାରତର ପ୍ରତିନିଧିତ୍ୱ କରୁଥିଲେ । ଏସବୁ ନେଇ ଲାଇମଲାଇଟ୍‌ରେ ଥିବା ଦୀପିକାଙ୍କୁ ଏବେ ଆଉ ଏକ ବଡ଼ ଦାୟିତ୍ୱ ମିଳିଛି । କାତାରରେ ଚାଲିଥିବା ଫିଫା ବିଶ୍ୱକପ୍‌ରେ ଟ୍ରଫି ଉନ୍ମୋଚନ ପାଇଁ ଦୀପିକାଙ୍କୁ ମନୋନୀତ କରାଯାଇଛି । ଆସନ୍ତା ୧୮ରେ ଫିଫାର ଫାଇନାଲ ଆଇକନିକ୍‌ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ ।

Leave A Reply

Your email address will not be published.

one × 3 =