pakka

ଦେଶର ମାତୃଶକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାକ୍ଷୀ ଉପହାର

bbehera

ନୂଆଦିଲ୍ଲୀ : ଦେଶର ମାତୃଶକ୍ତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାକ୍ଷୀ ଉପହାର । ପ୍ରଧାନମନ୍ତ୍ରୀ ଦେଶର ୩୩ କୋଟି ଏଲ୍‌ପିଜି ହିତାଧିକାରୀଙ୍କୁ ଗ୍ୟାସ ସିଲିଣ୍ଡର ପିଛା ନିର୍ଦ୍ଧାରିତ ମୂଲ୍ୟଠାରୁ ୨୦୦ ଟଙ୍କା କମ୍ କରିବା ପାଇଁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ଦେଇଥିବାରୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

jay balangir
Leave A Reply

Your email address will not be published.

three × five =