pakka

୧୨ ଜଣ ବିଜେପି ଦଳ ଛାଡି ବିଜୁ ଜନତା ଦଳରେ ଯୋଗଦାନ କଲେ

bbehera

ପାଟଣାଗଡ, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଆଜି ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପାଟଣାଗଡ ବ୍ଲକର ଘୁଚେପାଲି ପଞ୍ଚାୟତର ୧୨ ଜଣ ବିଜେପି ଦଳ ଛାଡି ବିଜେଡିରେ ଯୋଗଦାନ କରିଛନ୍ତି ।

ବିଧାୟକ ଶ୍ରୀ ମେହେର ନୂତନ ଭାବେ ଦଳରେ ଯୋଗଦାନ କରିଥିବା ସଦସ୍ୟଙ୍କୁ ସ୍ୱାଗତ କରି ଶୁଭେଚ୍ଛା ଜଣାଇଥିବା ବେଳେ ବିଜେଡି ସକ୍ରିୟ କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଆୟୋଜନ ହୋଇଥିଲା । ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ।

jay balangir
Leave A Reply

Your email address will not be published.

6 − 3 =

error: Content is protected !!