ଆସନ୍ତା କାଲି ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ତେବେ ଶନିବାର ଅପରାହ୍ନ ୪ଟାରେ ପରୀକ୍ଷ ଫଳ ପ୍ରକାଶ ପାଇବା ସଂପର୍କରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏହା ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି ।

Leave A Reply

Your email address will not be published.