ଜାନୁଆରୀ ୨୬ରୁ ଆରମ୍ଭ ହେବ ଆଦିବାସୀ ମେଳା

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଜାନୁଆରୀ ୨୬ରୁ ଭୁବନେଶ୍ୱର ୟୁନିଟ-୧ ପଡ଼ିଆରେ ଆରମ୍ଭ ହେବ ଆଦିବାସୀ ମେଳା । ଦୈନିକ ପୂର୍ବାହ୍ନ ୧୧ ଟାରୁ ସଂଧ୍ୟା ୭ଟା ଯାଏ ଚାଲିବ ମେଳା । କୋଭିଡ୍‌ ନିୟମ ମାନି ମେଳା ଆୟୋଜନ କରାଯିବାକୁ ନିଷ୍ପତ୍ତି । ତେବେ ମେଳାରେ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ୟ୍ୟନ୍ତ ଚାଲିବ। ଏଥିରେ ସାନିଟାଇଜ୍‌ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ।

Leave A Reply

Your email address will not be published.