୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୨୫ରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୫ ତାରିଖ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ ଏବଂ ସନ୍ଧ୍ୟାରେ ରାଜଭବନରେ ଆଦିବାସୀ ସମ୍ପ୍ରଦାୟ ସହ ଆଲୋଚନା କରିବେ । ତାପରେ ଭୁବନେଶ୍ୱର, କଟକ ଓ ଭଦ୍ରକ ଜିଲ୍ଲା ଗସ୍ତ କରିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.