pakka

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ଟି ସଚିବ

bbehera

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଗସ୍ତରେ ଥିବା ୫ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସକାଳେ ପୁରୀରେ ପହଞ୍ଚିବା ପରେ ମରିଚିକୋଟ ଛକଠାରୁ ବ୍ୟାଟେରୀ ଚାଳିତ ଗାଡି ଯୋଗେ ଶ୍ରୀମନ୍ଦିର ଯାଇଥିଲେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ଏହି ଅବସରରେ ୫ଟି ସଚିବଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର କାର୍ଯ୍ୟାଳୟର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ ।‌ ଏହାସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ମଧ୍ୟ କରିଥିଲେ ୫ଟି ସଚିବ ।

jay balangir
Leave A Reply

Your email address will not be published.

14 + 18 =