pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୭ ଜଣଙ୍କର ପ୍ରାଣଗଲା

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

three × 5 =