ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୪୮

ଭୁବନେଶ୍ୱର, (ଆକାଶ ମିଶ୍ର) : ରାଜ୍ୟରେ ୨୪ ଘଣ୍ଟାରେ ୭ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ୨ ଜଣ , ଭଦ୍ରକ, ଖୋର୍ଦ୍ଧା ଜିଲ୍ଳାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.