pakka

ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାରେ ୭ ହତ୍ୟାକାରୀ ଧରା ପଡିଲେ

bbehera

ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ୍‌ ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାକୁ ନେଇ ଆଜି ପୂର୍ବାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ଆଇଜି ଓ ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛନ୍ତି । ତେବେ ବ୍ୟବସାୟିକ ଟଙ୍କା କାରବାର ଓ ଜମିଜମା ବିବାଦକୁ ନେଇ ହତ୍ୟା କରାଯାଇଥିବା ବେଳେ ଘଟଣାରେ ୭ ହତ୍ୟାକାରୀ ଧରା ପଡ଼ିଛନ୍ତି ।

Leave A Reply

Your email address will not be published.

twenty + eighteen =