om academy

ମୁଖ୍ୟମନ୍ତ୍ରୀ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଲେ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି । ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା, ୩ୟ ଲହରୀ ପାଇଁ ଏବେ ଠାରୁ ସତର୍କ ଦୃଷ୍ଟି ରଖିବା ତଥା ସମସ୍ତଙ୍କ ଟୀକାକରଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଏ ସଂପର୍କରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.