om academy

ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ଉପଜିଲ୍ଲାପାଳ

jsm

ପଦ୍ମପୁର, (ନିରୋଜ କୁମାର ପାଣୀ) : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢିବାରେ ଲାଗିଛି । ପଦ୍ମପୁର ସହର ତଥା ଆଖପାଖ ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଦଶ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଜି ଦିନ ୧୧ ଟାରୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କଲେ ପଦ୍ମପୁର ଉପଜିଲ୍ଲାପାଳ । ଏହି ସଟଡାଉନ ସମୟରେ କେବଳ ଜରୁରୀ କାଳୀନ ସେବା ଜାରି ରହିବ ।

Leave A Reply

Your email address will not be published.