ବଲାଙ୍ଗିର ଜିଲ୍ଲାରୁ ଆଜି ୯ ଜଣ ସଂକ୍ରମିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରୁ ଆଜି ୯ ଜଣ କରୋନା ସଂକ୍ରମିତ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଗୁଡଭେଲା ବ୍ଲକରୁ ଜଣେ, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ. ୨ରୁ ଜଣେ, ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରା.ପ.ରୁ ୬ ଜଣ ଓ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧ରୁ ଜଣେ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାରେ ୧୫୦ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.