oom

ଆଉ ନାହାନ୍ତି ରାଜା ଜାଲ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଉ ନାହାନ୍ତି ବୋନ୍‌ କ୍ୟାନସରରେ ପୀଡିତ ରାଜା ଜାଲ । ଚିକିତ୍ସାଧୀନ ଅବସ୍ଥାରେ ଆଜି ଦ୍ୱିପହର ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସେ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ମୃତ୍ୟୁ ଖବର ପାଇବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

jittmm
Leave A Reply

Your email address will not be published.