ଭୁବନେଶ୍ୱର, (କେପିଏନ୍ଏସ୍) : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ ଅବଧିକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ତଥ୍ୟ ପ୍ରଦାନ କରାଗଲା ;