pakka

ସରିଲା ନାମାଙ୍କନ ପତ୍ର ଦାଖଲ ଅବଧି, ୯ରେ ହେବ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୧୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହର

bbehera

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆସନ୍ତା ୨୪ରେ ପୌର ନିର୍ବାଚନ ହେବାକୁ ଥିବା ବେଳେ ଏବେ ଏଥିପାଇଁ ରାଜନୀତି ବେଶ୍‌ ସରଗରମ ରହିଛି । ପୌର ନିର୍ବାଚନ ପାଇଁ ସୋମବାର ଦିନ ୩ଟା ସୁଦ୍ଧା ନାମାଙ୍କନ ଦାଖଲର ଶେଷ ସମୟ ସୀମା ରହିଥିଲା । ଏହି ନାମାଙ୍କନ ପ୍ରକ୍ରିୟା ୨ରୁ ଆରମ୍ଭ ହୋଇ ଆଜି ସମାପ୍ତ ହୋଇଛି । ତେବେ ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ ଏବଂ ୧୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହର ହେବ ଓ ଏହାପରେ ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇବ ।

jay balangir
Leave A Reply

Your email address will not be published.

ten − 4 =