om academy

୧୮ କିଲୋ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଗିରଫ କଲା ଅବକାରୀ ବିଭାଗ

jsm

ବ୍ରହ୍ମପୁର : ୧୮ କିଲୋ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରଠାରେ ବହୁଳ ପରିମାଣ ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇ ଚାଲାଣରେ ସଂପୃକ୍ତ ଥିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି । ଲାଞ୍ଜିପଲ୍ଲୀ ବାଇପାସ୍‌ ନିକଟରୁ ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ କରୁଥିବା ୨ ଅଭିଯୁକ୍ତଙ୍କୁ ଧରିଥିବା ସୂଚନା ରହିଛି ।

Leave A Reply

Your email address will not be published.