jsm

ଧଣ୍ଡାମାଳ ହାଇସ୍କୁଲ ପ୍ରଧାନ ଶିକ୍ଷକଙ୍କ ଅବସରଗ୍ରହଣ

csstore

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଧଣ୍ଡାମାଳ ପଞ୍ଚାୟତର ସତ୍ୟବାଦୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବିଜୟ ସାହୁଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେଓଗାଁ ବିଇଓ ଗୋବର୍ଦ୍ଧନ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପୂର୍ବ ବିଇଓ ସଙ୍କୀର୍ତ୍ତନ ବାଗ, ସମ୍ମାନୀତ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧୀ ଖମାରୀ, ଏବିଇଓ ଅଜିତ ମିଶ୍ର, ଏବିଇଓ ଅଜିତ ସାହୁ, ଏବିଇଓ ଲୋଚନ ଛତ୍ରିଆଙ୍କ ସହ ବହୁ ଶିକ୍ଷାବିତ ଯୋଗ ଦେଇଥିଲେ । ଶେଷରେ କଣ୍ଡୁରୀ ଚରଣ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.