ସାଲେପାଲି ମାଉସୀ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ନୃସିଂହ ଅବତାର

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାଲେପାଲି ଗାଁର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଶ୍ରୀ ଜଗନ୍ନାଥ ନୃସିଂହ ଅବତାର ଧାରଣ କରିଥିଲେ । ଏହାକୁ ଅଞ୍ଚଳର ଶ୍ରଦ୍ଧାଳୁମାନେ ଦର୍ଶନ କରିଥିଲେ ।

Leave A Reply

Your email address will not be published.

error: Content is protected !!