om academy

ଆଜିଠୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ

jsm

ଭୁବନେଶ୍ୱର : ଆଜିଠାରୁ ବିଏସ୍‌କେୱାଇ ନବୀନ କାର୍ଡ ପାଇଁ ଅନ୍‌ଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ପୋର୍ଟାଲ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜିକରଣ କରିପାରିବେ । www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ।

Leave A Reply

Your email address will not be published.