ପୋଲସରା ଷ୍ଟାଡିୟମରେ “ଆମ ଓଡିଶା ନବୀନ ଓଡ଼ିଶା” ଭର୍‌ଚୁଆଲ୍ ସାମାରୋହରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଭିଭାଷଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୋଲସରା ନିର୍ବାଚନ ମଣ୍ଡଳୀ ବୁଗୁଡ଼ା ମିନି-ଷ୍ଟାଡିୟମ୍‌ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି. କେ. ପାଣ୍ଡିୟାନ୍ ଭିଡିଓ କନଫ୍ରେନ୍ସ ମାଧ୍ୟମରେ ଆମଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ସମସ୍ତ ଗ୍ରାମର ରୁପାନ୍ତରିକରଣ ପାଇଁ ଶୁଭାରମ୍ଭ କରିଛନ୍ତି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ପୋଲସରାର ବିକାଶମୂଳକ ଧାରା ଉପରେ ଆଲୋକପାତ କରିଥିଲେ ।

Leave A Reply

Your email address will not be published.

error: Content is protected !!