ଅହିଂସା ରଥ ପରିକ୍ରମା ଅଭିଯାନରେ ଗଡିଲା ୨ଟି ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ଅଭିଯାନରେ ଗତକାଲି ଦୁଇଟି ରଥ ଢେଙ୍କାନାଳ ଜିଲ୍ଲା ଗସ୍ତ କରିଥିବା ବେଳେ ଶଙ୍କରପୁରଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରଥକୁ ସ୍ୱାଗତ କରାଯାଇଥିଲା । ଢେଙ୍କାନାଳରେ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ରଥକୁ ସ୍ୱାଗତ କରିଥିଲେ । ସ୍ଥାନୀୟ କଳାକାରମାନେ ପାରମ୍ପରିକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.