ବରଗଡ ପୌର ପରିଷଦ ପକ୍ଷରୁ ସାମୁହିକ ସଫେଇ ଅଭିଯାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଆଜି ବରଗଡ଼ ପୌର ପରିଷଦ ପକ୍ଷରୁ ସପ୍ତାହ ବ୍ୟାପୀ ସାମୁହିକ ସଫେଇ ଅଭିଯାନ ଶୁଭାରମ୍ଭ ହୋଇଯାଇଛି । ଏହି ଅଭିଯାନ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଆଜି ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ ସଫେଇ କରି ଆରମ୍ଭ କରିଥିଲେ । ଏହି ଅବସରରେ ପୌର ପରିଷଦର ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା ଓ ସମସ୍ତ କର୍ମଚାରୀ ସାମିଲ ହୋଇଥିଲେ ।

Leave A Reply

Your email address will not be published.