ବାଲିଗୁଡ଼ାରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୨ ବର୍ଷ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା. ବୃନ୍ଦା, ଡିଏସ୍‌ପି ଭିନୀତ ଅଗ୍ରୱାଲ୍‌, ଏସ୍‌ଡିପିଓ ଜିଆର ରେଡ୍ଡୀ, ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ବିଡିଓ ଜଗଦୀଶ ଷଡ଼ଙ୍ଗୀ ଓ ସିଡିପିଓ ଅନିତା ଦାସଙ୍କ ସମେତ ସମସ୍ତ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏଥିରେ ଅଞ୍ଚଳର ବିଭିନ୍ନ ଅଭାବ ଅସୁବିଧା ସମସ୍ୟା ସମ୍ପର୍କରେ ପ୍ରାୟ ୬୬ ଜଣଙ୍କ ଅଭିଯୋଗ ଶୁଣାଣି ହୋଇଛି । ଆବଶ୍ୟକ ପ୍ରଚାର ପ୍ରସାର ହୋଇପାରିନଥିବା ଯୋଗୁ ପ୍ରଥମ ଦିନରେ କମ୍‌ ସଂଖ୍ୟକ ଲୋକ ଆସିଥିବା ଜଣାପଡ଼ିଛି ।

Leave A Reply

Your email address will not be published.

14 + nine =

error: Content is protected !!