ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅନେକ ଅଭିଯୋଗ ଶୁଣାଣି କରାଯାଇଥିଲା । ଗ୍ରାମର ଶତାଧିକ ବ୍ୟକ୍ତି ଏହି ଶିବିରରେ ଯୋଗ ଦେଇ ନିଜ ନିଜ ଅଭିଯୋଗର ଶୁଣାଣି କରିଥିଲେ । ବିଭିନ୍ନ ଗ୍ରାମର ସରପଞ୍ଚମାନେ ମଧ୍ୟ ଉପସ୍ଥିତ ରହି ନିଜ ନିଜ ଗ୍ରାମର ସମସ୍ୟା ଉକ୍ତ ଶିବିରରେ ଉପସ୍ଥାପନ କରିଥିଲେ ।

Leave A Reply

Your email address will not be published.

3 × one =