pakka

ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣି

kalikesh

ବରଗଡ଼, (ସତ୍ୟନାରାୟଣ ପଧାନ) : ଆଜି ସୋହେଲା ବ୍ଲକ କାର୍ଯ୍ୟାଳୟଠାରେ ବରଗଡ଼ ଜିଲ୍ଲପାଳ ଶ୍ରୀମତୀ ମୋନିଷା ବାନାର୍ଜୀଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ୩୦ ଜଣ ଅଭିଯୋଗକାରୀ ତାଙ୍କର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଭେଟି ଜଣାଇଥିଲେ । କନ ଗାଁ ପଂଚାୟତର ବାଦୀପାଲି ଗ୍ରାମର ଦିବ୍ୟାଙ୍ଗ ଅଲେଖ ବାଗଙ୍କୁ ଜିଲ୍ଲାପାଳ ଟ୍ରାଇ ସାଇକେଲ ପ୍ରଦାନ କରିଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣି ସମୟରେ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

pp
Leave A Reply

Your email address will not be published.

one × one =