ବିଭିନ୍ନ ପ୍ରକାର ତମାଖୁ ଜାତୀୟ ନିଶା ଦ୍ରବ୍ୟ ବିକ୍ରି କରୁଥିବା ଅଭିଯୋଗ

ରାଇରଙ୍ଗପର, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ, ଖାଦ୍ୟ ସୁରକ୍ଷା ଅଧିକାରୀ ରାଇରଙ୍ଗପୁର ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ରାଇରଙ୍ଗପର ସହରାଞ୍ଚଳ ଥାନା ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ନିକଟସ୍ଥ ଓ ବଜାର ଅଞ୍ଚଳରେ ପାନ ଦୋକାନ, କିରାନା (ଗ୍ରୋସେରୀ) ଦୋକାନ ମାନଙ୍କରେ ଅଚାନକ ଚଢ଼ାଉ କରାଯାଇ ଏହି ସବୁ ଦୋକାନ ଗୁଡିକରେ ବିକ୍ରୟ କରାଯାଉଥିବା ବିଭିନ୍ନ ପ୍ରକାର ତମାଖୁ ଜାତୀୟ ନିଶା ଦ୍ରବ୍ୟ ବିକ୍ରି କରୁଥିବା ଅଭିଯୋଗରେ ୫ ଟି ଦୋକାନରୁ ୧୦୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି ।

Leave A Reply

Your email address will not be published.