csstore

ସୂଚନା ଓ ଲୋକ ସଂପର୍କ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଅଭିନନ୍ଦନ ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ପ୍ରଶାସକ ଇନ୍ଦ୍ରମଣି ତ୍ରିପାଠୀ ଓଡ଼ିଶା ରାଜ୍ୟ ସରକାରଙ୍କ ସୂଚନା ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବରେ ଯୋଗଦେଇଥିବାରୁ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ହରିନାରାୟଣ ପୂଜାରୀ, ସଂଘର ପ୍ରତିଷ୍ଠାତା ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା, ସାଧାରଣ ସମ୍ପାଦକ ବଲରାମ ମିଶ୍ର, ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ, ସଂଗଠନର ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର, କୋଷାଧ୍ୟକ୍ଷ ସୁନିଲ କୁମାର ମହାନ୍ତି, ସମ୍ପାଦକ ରଂଜିତ ବେହେରା, ବରିଷ୍ଠ ସାମ୍ବାଦିକ ନବୀନ ପଶାୟତ, ଗୋପବନ୍ଧୁ ଶତପଥି, ମନୋରଂଜନ ଯୋଷୀ, ପୁଣ୍ଣଚନ୍ଦ୍ର ପଣ୍ଡା, ବିରେନ୍ଦ୍ର ଝାଙ୍କର, ଚନ୍ଦ୍ରଭାନୁ ମୋଳାନା, ସନ୍ଦିପ କୁଅଁର, ପାର୍ଥବନ୍ଧୁ ମହାପାତ୍ର, ଚିତ୍ତରଂଜନ ମିଶ୍ର ପ୍ରମୁଖ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ଶ୍ରୀ ତ୍ରିପାଠୀଙ୍କ ନିର୍ଦ୍ଦେଶ ଭାବରେ ଯୋଗଦାନର ସାମ୍ବାଦିକମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ।

jayashree
Leave A Reply

Your email address will not be published.