pakka

ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହି ପରିପ୍ରେକ୍ଷୀରେ ଗତକାଲି ପୂର୍ବାହ୍ନରେ ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିବ । ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ ପାଇଁ ବାଚସ୍ପତି ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

three + 8 =

error: Content is protected !!