om academy

ଆଜିଠୁ ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ

jsm

ନୂଆଦିଲ୍ଲୀ : ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ । ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ନବନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବେ । ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବେ । ପରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ଅନ୍ୟ ନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରିବେ ।

Leave A Reply

Your email address will not be published.