pakka

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ଅଧିବେଶନ କାଳରେ ଗୃହରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ । ପ୍ରଥମ ଦିନରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଜୁଲାଇ ୩୦ରେ ଗୃହରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ ।

Leave A Reply

Your email address will not be published.

14 − 8 =