pakka

ମନ୍ତ୍ରୀ ରୋହିତ ପୂଝାରୀ ହେଲେ ବଲାଙ୍ଗିର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଝାରୀ ବଲାଙ୍ଗିର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦାୟିତ୍ୱ ପାଇଛନ୍ତି । ଏଥିପାଇଁ ଜିଲ୍ଲାର ବିଜୁ ଜନତା ଦଳ ପରିବାର ତରଫରୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଯିବା ସହ ମନ୍ତ୍ରୀ ଶ୍ରୀ ପୂଝାରୀଙ୍କୁ ସ୍ୱାଗତ କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.

eight − 5 =