ରାଜେନ୍ଦ୍ର କଲେଜ ଅଧ୍ୟାପକଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର କଲେଜ ଯୁକ୍ତ ଦୁଇ ଓଡ଼ିଆ ଅଧ୍ୟାପକ ପ୍ରକାଶ ଚନ୍ଦ୍ର ସାହୁଙ୍କ ଆଜି ଶାନ୍ତିପଡ଼ା ସ୍ଥିତ ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ଖବର ପାଇବା ପରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରୁଛନ୍ତି । ତଦନ୍ତ ପରେ ମୃତ୍ୟୁର କାରଣ ଜଣା ପଡିବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ।

Leave A Reply

Your email address will not be published.