pakka

ରାଜ୍ୟରେ ନିର୍ମାଣ ହେବ ୧୨୮୦ଟି ଆଡ଼ିବନ୍ଧ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଳସେଚିତ ଜମିରେ ସୁନିଶ୍ଚିତ ଜଳସେଚନର ବ୍ୟବସ୍ଥା କରିବା ପାଇଁ ରାଜ୍ୟରେ ୧୨୮୦ଟି ଆଡ଼ିବନ୍ଧ ନିର୍ମାଣ କରିବାକୁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ୩୫%ରୁ କମ ଜଳସେଚିତ ବ୍ଲକଗୁଡ଼ିକରେ ଏହା କାର୍ୟ୍ୟକାରୀ ହେବାକୁଥିବା ବେଳେ ୨୭,୬୦୦ ହେକ୍ଟର ଜମିକୁ ଜଳ ସୁନିଶ୍ଚିତ କରିବା ସହ ଭୂତଳ ଜଳସ୍ତର ବୃଦ୍ଧିରେ ସହାୟକ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

two × 3 =

error: Content is protected !!