ଆଦିବାସୀ ଯୁବକ ସଂଗଠନ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ହାତୀସରା ଗାଁରେ ହରିଜନ ଆଦିବାସୀ ଯୁବକ ସଂଗଠନ (ହାତୀସରା) ତରଫରୁ ଗାଁର ବୃଦ୍ଧ ଲୋକଙ୍କୁ ମାସ୍କ ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ସଂଗଠନର ସଭ୍ୟମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.

13 − 1 =