pakka

ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ

bbehera

ଭୁବନେଶ୍ୱର : ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଗତକାଲି ୪୪.୬ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା । ୭ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା । ୨୬ଟି ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଥିଲା । ଆଜି ମଧ୍ୟ ସେହିଭଳି ଝାଞ୍ଜି ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଗତ ୧୫ ଦିନ ହେବ ଏତେ ମାତ୍ରାରେ ଅସହ୍ୟ ଗରମ ଗୁଳୁଗୁଳି ହେଉଛି ଯେ, ସକାଳ ୭ଟାରୁ ଘରୁ ବାହାରିବା ମୁସ୍କିଲ୍ ହୋଇପଡୁଛି । ତେବେ ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି ।

jay balangir
Leave A Reply

Your email address will not be published.

ten + sixteen =

error: Content is protected !!