oum

ଜଡତିରା ଗ୍ରାମରେ ଅଗ୍ନିକାଣ୍ଡ

jsm

ଜଗତସିଂହପୁର : ଜଗତସିଂହପୁର ଜିଲା ତିର୍ତ୍ତୋଲ ତହସିଲ ଅନ୍ତର୍ଗତ ଜଡତିରା ଗ୍ରାମରେ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୩ ପରିବାରର ୯ ବଖରା ଘର ପୋଡି ଯାଇଥିବା ବେଳେ ୪୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ସମ୍ପତ୍ତି ନଷ୍ଟ ହୋଇ ଯାଇଥିବାର ଆକଳନ କରାଯାଇଛି । ସେପଟେ ପୋଲିସ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି ।

Leave A Reply

Your email address will not be published.